Перейти к содержимому

ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ | ନୂଆ ସକାଳର ଆଶା | REV. NIRANJAN TURUK | SAMPARK INDIA

SAMPARK INDIA

0:00 / 0:00

ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ | ନୂଆ ସକାଳର ଆଶା | REV. NIRANJAN TURUK | SAMPARK INDIA

1 825 просмотров · 4 недели назад
SAMPARK INDIA
32,2 тыс. подписчиков
1 825 просмотров · 4 недели назад
Thought of the day: ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ ଦାନିୟେଲ ୩:୧୪-୧୬ ନବୂଖଦ୍ନିତ୍ସର ସେମାନଙ୍କୁ ଉତ୍ତର କରି କହିଲା, ହେ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋ, ତୁମ୍ଭେମାନେ କି ମନସ୍ଥ ହୋଇ ମୋର ଦେବତାର ସେବା କରୁ ନାହଁ, କିଅବା ମୋʼ ସ୍ଥାପିତ ସୁବର୍ଣ୍ଣମୟ ପ୍ରତିମାକୁ ପ୍ରଣାମ କରୁ ନାହଁ?ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯେବେ ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯେବେ ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ତରେ ତୁମ୍ଭେମାନେ ପ୍ରଜ୍ଵଳିତ ଅଗ୍ନିକୁଣ୍ତରେ ନିକ୍ଷିପ୍ତ ହେବ; ଆଉ, ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ, ଏପରି କେଉଁ ଦେବତା ଅଛି?ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ ରାଜାକୁ ଉତ୍ତର କରି କହିଲେ, ହେ ନବୂଖଦ୍ନିତ୍ସର, ଏବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ। Join this channel to get access to perks: / @samparkdigitalindia FOLLOW US ON YOUTUBE /samparkdigitalmedianetwork FOLLOW US ON INSTAGRAM / samparkdigitalmedianetwork Contact for more details: +91-8018611082 Join this channel to get access to perks:    / @samparkdigitalindia