Перейти к содержимому

ଆଜି (29-Apr) ଦ୍ୱାରଫିଟା ନୀତି ପ୍ରାତଃ ୬ ଟା ୦୩ ମିନିଟ୍ ରେ ସମ୍ପନ୍ନ | Today's Dwaraphita | Jay Jagannath Tv

JAY JAGANNATH TV

0:00 / 0:00

ଆଜି (29-Apr) ଦ୍ୱାରଫିଟା ନୀତି ପ୍ରାତଃ ୬ ଟା ୦୩ ମିନିଟ୍ ରେ ସମ୍ପନ୍ନ | Today's Dwaraphita | Jay Jagannath Tv

14 804 просмотра · 4 месяца назад
JAY JAGANNATH TV
779 тыс. подписчиков
14 804 просмотра · 4 месяца назад
✨ ଆଜିର ଦ୍ୱାରଫିଟା ନୀତି (29-Apr-2026) ✨ ପୁରୀ ଶ୍ରୀମନ୍ଦିରରେ ଆଜି ପ୍ରାତଃ ୬ ଟା ୦୩ ମିନିଟ୍ ରେ ଦ୍ୱାରଫିଟା ସମ୍ପନ୍ନ ହେଲା । ଭକ୍ତମାନଙ୍କ ପାଇଁ ଏହା ହେଉଛି ପ୍ରଭୁଙ୍କ ଦିବ୍ୟ ଦର୍ଶନର ଆରମ୍ଭ । ଦ୍ୱାରଫିଟା ଦର୍ଶନ ମାଧ୍ୟମରେ ମିଳେ ଭକ୍ତି, ଶାନ୍ତି ଓ ଦିନ ହୁଏ ଶୁଭମୟ । 🔔 ଆଜିର ଦିନକୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ସହିତ ଆରମ୍ଭ କରନ୍ତୁ । 📺 Jay Jagannath TV – ଆପଣଙ୍କ ଘରେ ଶ୍ରୀମନ୍ଦିରର ଦର୍ଶନ । 🙏 ଜୟ ଜଗନ୍ନାଥ #DwaraPhitaNiti #jayjagannathtv #SidharthTV #jagannath #jagannatha #jagannathtemple #Dwaraphitai #JagannathCulture #NamitaAgrawal #SitaramAgrawal #SidharthUtsav #SidharthGold #SidharthMusic #SidharthNetwork "ଜୟ ଜଗନ୍ନାଥ ଟିଭି ଚାନେଲ" ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ସମ୍ପୂର୍ଣ୍ଣ ସମର୍ପିତ ଓଡ଼ିଶାର ଏକମାତ୍ର ଆଧ୍ୟାତ୍ମିକ ସାଟେଲାଇଟ ଚାନେଲ I ଏହି ଚ୍ୟାନେଲରେ ଘରେ ବସି ପ୍ରତ୍ୟେକ ଦିନ ଜଗନ୍ନାଥ ଧାମ ପୁରୀରୁ LIVE ଦେଖନ୍ତୁ ଶ୍ରୀମନ୍ଦିର ଦ୍ୱାରଫିଟା ନୀତି,ଶ୍ରୀପତିତପାବନଙ୍କ ମଙ୍ଗଳ ଆଳତୀ, ପତାକାଲାଗି ଦର୍ଶନ,ସନ୍ଧ୍ୟା ଆଳତୀ ,ଶ୍ରୀମନ୍ଦିର ପହୁଡ଼ ନୀତି,ଶ୍ରୀକ୍ଷେତ୍ରରୁ ଭକ୍ତଙ୍କ ଅନୁଭୂତି ଏବଂ ବର୍ଷ ତମାମ ଅନୁଷ୍ଠିତ ହେଉଥିବା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ଯାତ୍ରା ଓ ଉତ୍ସବର ସିଧାପ୍ରସାରଣ I ଏହି ଚାନେଲରେ କୌଣସି ବିଜ୍ଞାପନ ଚାଲୁନାହିଁ, ତେଣୁ ଆପଣମାନେ ଶ୍ରୀଜୀଉଙ୍କ ଦର୍ଶନ ଏବଂ ସମସ୍ତ ଲୀଳାର ନିରବିଛିନ୍ନ ସିଧାପ୍ରସାରଣ ଦେଖି ପାରିବେ I "ଜୟ ଜଗନ୍ନାଥ ଟିଭି" ହେଉଛି ସିଦ୍ଧାର୍ଥ ଟେଲେଭିଜନ ନେଟୱର୍କର ଚତୁର୍ଥ ଚାନେଲ I ସୀତାରାମ ଅଗ୍ରୱାଲ ଓ ନମିତା ଅଗ୍ରୱାଲଙ୍କ ଶ୍ରୀଜଗନ୍ନାଥଙ୍କ ପ୍ରତି ଥିଵା ଅହେତୁକ ଭକ୍ତି ଭାବ ତଥା ଓଡ଼ିଶା ଏବଂ ଓଡିଶା ବାହାରେ ଥିବା ଜଗନ୍ନାଥ ପ୍ରେମୀ ଜନସାଧାରଣଙ୍କ ପାଇଁ ଏହି ଟେଲେଭିଜନ ଚାନେଲର ସୃଷ୍ଟି...ଆସନ୍ତୁ ଆମେ ସମସ୍ତେ ମିଶି ଜଗନ୍ନାଥ ଚେତନାକୁ ବିଶ୍ୱ ଦରବାରରେ ପ୍ରତିଷ୍ଠିତ କରିବା I ଜୟ ଜଗନ୍ନାଥ🙏🙏🙏 #jayjgannathtvlive #namitaagrawal #sidharthtv Watch "JAY JAGANNATH TV" on DTH: TATAPLAY-1799, Dish TV -1397, Airtel -615, Sun Direct-490, Videocon D2H -1397 Also available on all cable networks. For More Info please contact - 6372804618 Also, visit our other social media pages : Facebook: https://bit.ly/3kxvE7A Instagram: https://bit.ly/3KEpYDF YouTube: https://bit.ly/3KAQeyD Twitter: https://bit.ly/38JpX3U #jayjgannathtvlive #jayjagannathtv #namitaagrawal #sidharthtv #sitaramagrawal #patitapaban_arati #patakalagidarshan #ଜୟଜଗନ୍ନାଥଟିଭି #rathayatralive #purilive #JagannathPuriLIVE #rathayatra2022 #রথযাত্রা #পুরিজগন্নাথ #जगन्नाथ #पुरीजगन्नाथ #जगन्नाथधाम #रथयात्रा #उल्टारथ #జగన్నాథ్ #జగన్నాథపురి #ରଥଯାତ୍ରା #ଶ୍ରୀକ୍ଷେତ୍ରପୁରୀ #ପ୍ରଭୁଜଗନ୍ନାଥ #ଶ୍ରୀଜଗନ୍ନାଥ #যায়জগন্নাথ #জগন্নাথপুরি #जगन्नाथपुरी #जगन्नाथधाम #ஜேஜெகன்னாத் #jayjagannath #patitapaban_mangal_arati