Перейти к содержимому

Kartika Mahatmya - ୩ୟ ଅଧ୍ୟାୟ (ପାଠ ଓ ବ୍ୟାଖ୍ୟା )| Pandit Bhajaram, Sebayata Managobinda | Bhaktidhara

Odia Bhaktidhara

0:00 / 0:00

Kartika Mahatmya - ୩ୟ ଅଧ୍ୟାୟ (ପାଠ ଓ ବ୍ୟାଖ୍ୟା )| Pandit Bhajaram, Sebayata Managobinda | Bhaktidhara

35 262 просмотра · 2 года назад
Odia Bhaktidhara
2,98 млн подписчиков
35 262 просмотра · 2 года назад
ବରଷକ ବାର ମାସ ମଧ୍ୟରେ କାର୍ତ୍ତିକ ମାସ ସବୁଠୁ ପବିତ୍ର ମାସ l ଏହି ମାସର ମାହାମ୍ନ୍ୟ ମହାନ l ଏହି ମାସର ପ୍ରତ୍ୟେକ ଦିନ ସନ୍ଧ୍ୟା ବେଳେ ତୁଳସୀ ଚଉରା ମୂଳେ ଆକାଶ ଦୀପ ଜାଳି ପିତୃ ପୁରୁଷଙ୍କୁ ସ୍ମରଣ କରାଯାଏ l ସେମାନଙ୍କ ପଥକୁ ଆଲୋକିତ କରାଯାଏ l କାର୍ତ୍ତିକ, ଧର୍ମ ଅର୍ଜନ କରିବାର ମାସ l କାର୍ତ୍ତିକ, ପୁଣ୍ୟ ଅର୍ଜନ କରିବାର ମାସ l କାର୍ତ୍ତିକ ମାସରେ ପ୍ରତ୍ୟେକ ଦିନ କାର୍ତ୍ତିକ ମାହାମ୍ନ୍ୟ ପଢିଲେ ଓ ଶୁଣିଲେ ସବୁ ପାପ କ୍ଷୟ ହୋଇଥାଏ l ମାସସାରା ହବିଷ୍ୟାଳି ମାନେ ସନ୍ଧ୍ୟାରେ ଏକତ୍ରିତ ହୋଇ କାର୍ତ୍ତିକ ମାହାମ୍ନ୍ୟର ଗୋଟିଏ ଗୋଟିଏ ଅଧ୍ୟାୟ ଶ୍ରବଣ କରି ନିଜକୁ ପ୍ରଭୁଙ୍କ ନିକଟରେ ସମର୍ପଣ କରିଥାନ୍ତି l ଏହି ପୁଣ୍ୟ କାର୍ତ୍ତିକର ମହାନ ମାହାମ୍ନ୍ୟକୁ ନେଇ ଆମର ଏଇ ନିଆରା ଭେଟି କାର୍ତ୍ତିକ ମାହାମ୍ନ୍ୟ, ଯାହାକୁ ପାଠ କରୁଛନ୍ତି ଶ୍ରୀମନ୍ଦିରର ସେବକ ମାନଗୋବିନ୍ଦ ଆପଟ ଓ ତାହାର ତତ୍ତ୍ୱ,ଅର୍ଥ ଏବଂ ମାହାମ୍ନ୍ୟକୁ ସରଳ ଓ ସୁନ୍ଦର ଭାବରେ ଵୁଝାଇ କହୁଛନ୍ତି ପଣ୍ଡିତ ଭଜରାମ ଶତପଥି l --------------------------------------------------- Watch & Subscribe to our other YouTube Channels: 👉 Sidharth Bhakti :    / sidharthbhakti   👉 Sidharth Music:    / sidharthmusic   👉 Sidharth TV :    / sidharthtv   👉 Namita Agrawal :    / namitaagrawal   ----------------------------------------------------- Enjoy & stay connected with us! 👉 Like us on Facebook :   / sidharthbhaktiodia   ----------------------------------------------------- #OdiaBhaktidhara #SidharthMusic #SidharthBhakti #SidharthTV #NamitaAgrawal #SitaramAgrawal