ସବୁଠୁ ବେଷ୍ଟ ପ୍ରଧାନମନ୍ତ୍ରୀ ହେଉଛନ୍ତି ଆମ ମୋଦୀ ଭାଇ // odisha 24 live
Odisha24 Live
0:00 / 0:00
ସବୁଠୁ ବେଷ୍ଟ ପ୍ରଧାନମନ୍ତ୍ରୀ ହେଉଛନ୍ତି ଆମ ମୋଦୀ ଭାଇ // odisha 24 live
10 776 просмотров · 12 дн. назад
Odisha24 Live
7,42 тыс. подписчиков
10 776 просмотров · 12 дн. назад
ସବୁଠୁ ବେଷ୍ଟ ପ୍ରଧାନମନ୍ତ୍ରୀ ହେଉଛନ୍ତି ଆମ ମୋଦୀ ଭାଇ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରର ଇନ୍ଫୋଭ୍ୟାଲି-୨ରେ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ନୂତନ ଡାଟା ସେଣ୍ଟର ଏବଂ ସାଇବର ସୁରକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନର ଉଦ୍ଘାଟନ କରିଛନ୍ତି।
ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂହଦେଓଙ୍କ ସମେତ ବହୁ ବିଶିଷ୍ଟ ଅତିଥି ଉପସ୍ଥିତ ଥିଲେ।
ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ଆଇନଶୃଙ୍ଖଳା ରକ୍ଷା, ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ୍ ପରିଚାଳନା ପାଇଁ ସ୍ୱତନ୍ତ୍ର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ ହୋଇଥିଲା। ରିପୋର୍ଟ ଅନୁଯାୟୀ, ୫୭ ପ୍ଲାଟୁନ୍ ପୋଲିସ ଫୋର୍ସ ସହ ବହୁ ପୋଲିସ ଅଧିକାରୀ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ଥିଲେ।
ଓଡ଼ିଶାର ଏହି ପ୍ରମୁଖ ଖବର ଓ ଅନ୍ୟାନ୍ୟ ଅପଡେଟ୍ ପାଇଁ ଆମ ଚ୍ୟାନେଲ୍କୁ ସବ୍ସ୍କ୍ରାଇବ୍ କରନ୍ତୁ।
#NarendraModi #ModiOdishaVisit #RBIDataCentre #Infovalley2 #BhubaneswarNews #OdishaNews #OdiaNews #RBI #CyberSecurity #BreakingNews