ଗାନ୍ଧି ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା |Gandhi Jayanti |Odisha State-Level Celebration in Bhubaneswar
News18 Odia
0:00 / 0:00
ଗାନ୍ଧି ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା |Gandhi Jayanti |Odisha State-Level Celebration in Bhubaneswar
33 440 просмотров · 10 часов назад
News18 Odia
6,23 млн подписчиков
33 440 просмотров · 10 часов назад
Gandhi Jayanti 2026: Odisha State-Level Celebration in Bhubaneswar | Governor, Speaker & CM Mohan Majhi Pay Tribute
ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ଗାନ୍ଧି ଜୟନ୍ତୀ ସମାରୋହ ଆୟୋଜିତ। ବିଧାନସଭା ପରିସରରେ ଗାନ୍ଧି ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଦେଲେ ରାଜ୍ୟପାଳ, ବାଚସ୍ପତି ଓ ମୁଖ୍ୟମନ୍ତ୍ରୀ । ଏଥି ସହ ମନ୍ତ୍ରୀ, ବିଧାୟକ ଓ ବିଶିଷ୍ଟ ଅତିଥିମାନେ ଯୋଗଦେଇଥିଲେ । ମହାତ୍ମା ଗାନ୍ଧୀଙ୍କ ସମାଧିରେ ପୁଷ୍ପାଞ୍ଜଳି ଅର୍ପଣ କରିଥିଲେ। ବାପୁଙ୍କ ପ୍ରତି ଗଭୀର ଶ୍ରଦ୍ଧା ଜଣାଇବା ସହ ତାଙ୍କ ଆଦର୍ଶକୁ ସ୍ମରଣ କରିଥିଲେ । ଗାନ୍ଧିଜୀଙ୍କ ଆଦର୍ଶ, ସତ୍ୟ, ଅହିଂସା ଓ ସ୍ୱଚ୍ଛତାର ବାର୍ତ୍ତାକୁ ଜନମାନସରେ ପହଞ୍ଚାଇବା ଉପରେ ଗୁରୁତ୍ୱ ଦିଆଯାଇଛି....
Odisha observed Gandhi Jayanti with a state-level ceremony in Bhubaneswar. The Governor, Speaker of the Odisha Legislative Assembly and Chief Minister paid floral tribute at Mahatma Gandhi’s statue on the Assembly premises. Ministers, MLAs and other distinguished guests also participated in the ceremony. Tributes were also offered at Gandhi’s memorial, remembering his ideals of truth, non-violence and cleanliness.
#GandhiJayanti #GandhiJayanti2026 #MahatmaGandhi #OdishaNews #BhubaneswarNews #Odisha #GandhiJayantiOdisha #News18Odia #OdiaNews #GandhiJayantiCelebration
News18 Odia is one of Odisha's leading and most trusted Odia news channels, bringing you the latest, fastest, and most reliable news from Odisha, India, and around the world. Stay informed with Breaking News, Odia News, Odisha News, Bhubaneswar News, and LIVE updates—all in one place.
From politics, governance, and elections to district news, crime, weather, cyclones, business, education, entertainment, sports, technology, health, and lifestyle, News18 Odia delivers comprehensive news coverage 24x7. Watch News18 Odia LIVE for breaking news, exclusive reports, ground coverage, expert analysis, prime-time debates, and special programs.
Follow News18 Odia for trusted journalism, real-time updates, and in-depth coverage of the stories that matter most to Odisha and beyond.
--
ନ୍ୟୁଜ୍ ୧୮ ଓଡ଼ିଆ (News18 Odia) ହେଉଛି ଓଡ଼ିଶାର ଅଗ୍ରଣୀ ଏବଂ ସର୍ବାଧିକ ବିଶ୍ୱସନୀୟ ଓଡ଼ିଆ ଖବର ଚ୍ୟାନେଲ୍। ଓଡ଼ିଶା, ଦେଶ ତଥା ସମଗ୍ର ବିଶ୍ୱର ସର୍ବଶେଷ, ଦ୍ରୁତ ଏବଂ ସଠିକ୍ ଖବର ଆପଣଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ। ବ୍ରେକିଂ ନ୍ୟୁଜ୍, ଓଡ଼ିଶାର ଟିକିନିଖି ଖବର, ଭୁବନେଶ୍ୱର ଖବର ଏବଂ ଲାଇଭ୍ (LIVE) ଅପଡେଟ୍ ପାଆନ୍ତୁ କେବଳ ଗୋଟିଏ ସ୍ଥାନରେ।
ରାଜନୀତି, ଶାସନ ଏବଂ ନିର୍ବାଚନ ଠାରୁ ଆରମ୍ଭ କରି ଜିଲ୍ଲା ଖବର, ଅପରାଧ, ପାଣିପାଗ, ବାତ୍ୟା, ବ୍ୟବସାୟ, ଶିକ୍ଷା, ମନୋରଞ୍ଜନ, କ୍ରୀଡ଼ା, ଟେକ୍ନୋଲୋଜି, ସ୍ୱାସ୍ଥ୍ୟ ଏବଂ ଲାଇଫଷ୍ଟାଇଲ୍ ପର୍ଯ୍ୟନ୍ତ, ନ୍ୟୁଜ୍ ୧୮ ଓଡ଼ିଆ ୨୪ ଘଣ୍ଟା (24x7) ଖବର ପ୍ରସାରଣ କରିଥାଏ।
ନିର୍ଭରଯୋଗ୍ୟ ସାମ୍ବାଦିକତା, ରିଅଲ୍-ଟାଇମ୍ ଅପଡେଟ୍ ଏବଂ ଓଡ଼ିଶା ତଥା ବାହାରର ସମସ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣାବଳୀର ସଠିକ୍ ଖବର ପାଇଁ ଆଜି ହିଁ ନ୍ୟୁଜ୍ ୧୮ ଓଡ଼ିଆ ସହିତ ଯୋଡ଼ି ହୋଇ ରୁହନ୍ତୁ।
Follow Every Breaking Story LIVE
🔴 Watch News18 LIVE 24x7: https://youtube.com/live/P03Ozb37nxI
Download our News18 Mobile App - https://onelink.to/desc-youtube
Please visit our website https://bit.ly/2YaikeJ for the latest opinions and detailed news coverage.
Follow us on
Facebook: / news18odia
Twitter: https://twitter.com/news18odia?lang=en
Website: https://bit.ly/2YaikeJ
Subscribe to our channel to get the latest news and updates https://tinyurl.com/y46bt2fm
ID_OD_KU