Перейти к содержимому

ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର |Crocodile Drags Elderly Man Into Kharasrota River In Jajpur | Argus News

Argus News

0:00 / 0:00

ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର |Crocodile Drags Elderly Man Into Kharasrota River In Jajpur | Argus News

1 274 просмотра · 7 часов назад
Argus News
1,96 млн подписчиков
1 274 просмотра · 7 часов назад
ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର |Crocodile Drags Elderly Man Into Kharasrota River In Jajpur | Argus News ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଅନ୍ତର୍ଗତ ବରେଇ ଗାଁ ନିକଟ ଖରସ୍ରୋତା ନଦୀରେ ଭୟଙ୍କର କୁମ୍ଭୀର ଆତଙ୍କ ଦେଖାଦେଇଛି। ନଦୀକୁ ଶୌଚ ହେବାକୁ ଯାଇଥିବା ବେଳେ ବରେଇ ଗାଁର ଗଜେନ୍ଦ୍ର ମାଝୀ ନାମକ ଜଣେ ବୃଦ୍ଧଙ୍କୁ କୁମ୍ଭୀର ପାଣି ଭିତରକୁ ଟାଣି ନେଇଥିବା ଅଭିଯୋଗ ହୋଇଛି। ବନବିଭାଗ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଖୋଜ ବୃଦ୍ଧଙ୍କୁ ଖୋଜାଖୋଜି ଜାରି ରଖିଥିବା ବେଳେ ନଦୀକୂଳକୁ ନଯିବା ପାଇଁ ମାଇକ୍ ଯୋଗେ ଲୋକଙ୍କୁ ସଚେତନ କରାଯାଉଛି। #JajpurNews #CrocodileAttack #KharasrotaRiver #Panikoili #OdishaForestDepartment #RiverAttack #FireServices #OdishaTragedy #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. Odisha News , Breaking News, Live news updates, Odia News Live, Live Odia News, Latest odisha news, odisha news today, odisha politics, odisha latest updates **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook:   / argusnews.in   Youtube :    / theargusnewsodia   Twitter:   / argusnews_in   Instagram:   / argusnewsin   Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate