Перейти к содержимому

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା |CM Mohan Charan Majhi’s One-Day Ganjam Visit | Dhabaleswar Temple Darshan

News18 Odia

0:00 / 0:00

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା |CM Mohan Charan Majhi’s One-Day Ganjam Visit | Dhabaleswar Temple Darshan

48 436 просмотров · 2 мес. назад
News18 Odia
6,29 млн подписчиков
48 436 просмотров · 2 мес. назад
CM Mohan Charan Majhi’s One-Day Ganjam Visit | Dhabaleswar Temple Darshan | Relief for Displaced Families ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ...ବ୍ରହ୍ମପୁର ଉପକଣ୍ଠ ଧବଳେଶ୍ବର ପୀଠରେ ମୁଖ୍ୟମନ୍ତ୍ରୀ...ଧବଳେଶ୍ବର ଶୈବପୀଠକୁ ଯାଇ ମହାଦେବଙ୍କୁ ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି ମୁଖ୍ୟମନ୍ତ୍ରୀ...ମନ୍ଦିର ନିକଟସ୍ଥ ସଭାସ୍ଥଳରେ ଜନସାଧାରଣଙ୍କୁ ସମ୍ବର୍ଦ୍ଧିତ କାର୍ଯ୍ୟକ୍ରମ...ନୂଆଁ ଗୋଳାବନ୍ଧର ବିସ୍ଥାପିତ ହୋଇଥିବା ୧ ହଜାରରୁ ଅଧିକ ପରିବାରକୁ କୀର୍ତ୍ତିପୁରରେ ପୁନଃ ସ୍ଥାପନ କରାଯିବା ବ୍ୟବସ୍ଥାର ଶୁଭାରମ୍ଭ କରିବା ସହ ୫ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରିବେ Odisha Chief Minister Mohan Charan Majhi is on a one-day visit to Ganjam district. During his visit, the Chief Minister reached the Dhabaleswar Shiva temple on the outskirts of Berhampur and offered prayers to Lord Mahadev. A public felicitation programme is also scheduled near the temple. The Chief Minister is set to launch the rehabilitation arrangement for more than 1,000 families displaced from Nuagaolabandh, with provisions to resettle them at Kirtipur. As part of the rehabilitation initiative, each eligible displaced family will reportedly receive ₹5 lakh. #MohanMajhi #MohanCharanMajhi #Ganjam #GanjamVisit #Dhabaleswar #DhabaleswarTemple #OdishaCM #OdishaGovernment #DisplacedFamilies #Rehabilitation #Nuagaolabandh #Kirtipur #OdishaNews #OdiaNews #BreakingNews #News18Odia News18 Odia is one of Odisha's leading and most trusted Odia news channels, bringing you the latest, fastest, and most reliable news from Odisha, India, and around the world. Stay informed with Breaking News, Odia News, Odisha News, Bhubaneswar News, and LIVE updates—all in one place. From politics, governance, and elections to district news, crime, weather, cyclones, business, education, entertainment, sports, technology, health, and lifestyle, News18 Odia delivers comprehensive news coverage 24x7. Watch News18 Odia LIVE for breaking news, exclusive reports, ground coverage, expert analysis, prime-time debates, and special programs. Follow News18 Odia for trusted journalism, real-time updates, and in-depth coverage of the stories that matter most to Odisha and beyond. -- ନ୍ୟୁଜ୍ ୧୮ ଓଡ଼ିଆ (News18 Odia) ହେଉଛି ଓଡ଼ିଶାର ଅଗ୍ରଣୀ ଏବଂ ସର୍ବାଧିକ ବିଶ୍ୱସନୀୟ ଓଡ଼ିଆ ଖବର ଚ୍ୟାନେଲ୍। ଓଡ଼ିଶା, ଦେଶ ତଥା ସମଗ୍ର ବିଶ୍ୱର ସର୍ବଶେଷ, ଦ୍ରୁତ ଏବଂ ସଠିକ୍ ଖବର ଆପଣଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ। ବ୍ରେକିଂ ନ୍ୟୁଜ୍, ଓଡ଼ିଶାର ଟିକିନିଖି ଖବର, ଭୁବନେଶ୍ୱର ଖବର ଏବଂ ଲାଇଭ୍ (LIVE) ଅପଡେଟ୍ ପାଆନ୍ତୁ କେବଳ ଗୋଟିଏ ସ୍ଥାନରେ। ରାଜନୀତି, ଶାସନ ଏବଂ ନିର୍ବାଚନ ଠାରୁ ଆରମ୍ଭ କରି ଜିଲ୍ଲା ଖବର, ଅପରାଧ, ପାଣିପାଗ, ବାତ୍ୟା, ବ୍ୟବସାୟ, ଶିକ୍ଷା, ମନୋରଞ୍ଜନ, କ୍ରୀଡ଼ା, ଟେକ୍ନୋଲୋଜି, ସ୍ୱାସ୍ଥ୍ୟ ଏବଂ ଲାଇଫଷ୍ଟାଇଲ୍ ପର୍ଯ୍ୟନ୍ତ, ନ୍ୟୁଜ୍ ୧୮ ଓଡ଼ିଆ ୨୪ ଘଣ୍ଟା (24x7) ଖବର ପ୍ରସାରଣ କରିଥାଏ। ନିର୍ଭରଯୋଗ୍ୟ ସାମ୍ବାଦିକତା, ରିଅଲ୍-ଟାଇମ୍ ଅପଡେଟ୍ ଏବଂ ଓଡ଼ିଶା ତଥା ବାହାରର ସମସ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣାବଳୀର ସଠିକ୍ ଖବର ପାଇଁ ଆଜି ହିଁ ନ୍ୟୁଜ୍ ୧୮ ଓଡ଼ିଆ ସହିତ ଯୋଡ଼ି ହୋଇ ରୁହନ୍ତୁ। Follow Every Breaking Story LIVE 🔴 Watch News18 LIVE 24x7: https://youtube.com/live/P03Ozb37nxI Download our News18 Mobile App - https://onelink.to/desc-youtube Please visit our website https://bit.ly/2YaikeJ for the latest opinions and detailed news coverage. Follow us on Facebook:   / news18odia   Twitter: https://twitter.com/news18odia?lang=en Website: https://bit.ly/2YaikeJ Subscribe to our channel to get the latest news and updates https://tinyurl.com/y46bt2fm ID_OD_KU