
Идёт прямой эфир
Трансляции Youvio пока не открывает — они идут другим способом доставки, чем обычные видео. Записи завершённых эфиров и остальные ролики работают как всегда.
🔴LIVE | Jay Jagannath TV | From Shree Jagannath Temple,Puri | ଜୟ ଜଗନ୍ନାଥ ଟିଭି ଚାନେଲ୍
В эфиреСейчас смотрят: 2 303 · Трансляция началась 17 часов назад
Namita Agrawal
3,83 млн подписчиков
Сейчас смотрят: 2 303 · Трансляция началась 17 часов назад
"ଜୟ ଜଗନ୍ନାଥ ଟିଭି ଚାନେଲ" ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ସମ୍ପୂର୍ଣ୍ଣ ସମର୍ପିତ ଓଡ଼ିଶାର ପ୍ରଥମ ଆଧ୍ୟାତ୍ମିକ ସାଟେଲାଇଟ ଚାନେଲ I ଏହି ଚ୍ୟାନେଲରେ ଘରେ ବସି ପ୍ରତ୍ୟେକ ଦିନ ଜଗନ୍ନାଥ ଧାମ ପୁରୀରୁ LIVE ଦେଖନ୍ତୁ ଶ୍ରୀମନ୍ଦିର ଦ୍ୱାରଫିଟା ନୀତି,ଶ୍ରୀପତିତପାବନଙ୍କ ମଙ୍ଗଳ ଆଳତୀ, ପତାକାଲାଗି ଦର୍ଶନ,ସନ୍ଧ୍ୟା ଆଳତୀ ,ଶ୍ରୀମନ୍ଦିର ପହୁଡ଼ ନୀତି,ଶ୍ରୀକ୍ଷେତ୍ରରୁ ଭକ୍ତଙ୍କ ଅନୁଭୂତି ଏବଂ ବର୍ଷ ତମାମ ଅନୁଷ୍ଠିତ ହେଉଥିବା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ଯାତ୍ରା ଓ ଉତ୍ସବର ସିଧାପ୍ରସାରଣ I ଏହି ଚାନେଲରେ କୌଣସି ବିଜ୍ଞାପନ ଚାଲୁନାହିଁ, ତେଣୁ ଆପଣମାନେ ଶ୍ରୀଜୀଉଙ୍କ ଦର୍ଶନ ଏବଂ ସମସ୍ତ ଲୀଳାର ନିରବିଛିନ୍ନ ସିଧାପ୍ରସାରଣ ଦେଖି ପାରିବେ I
"ଜୟ ଜଗନ୍ନାଥ ଟିଭି" ହେଉଛି ସିଦ୍ଧାର୍ଥ ଟେଲେଭିଜନ ନେଟୱର୍କର ଚତୁର୍ଥ ଚାନେଲ I ସୀତାରାମ ଅଗ୍ରୱାଲ ଓ ନମିତା ଅଗ୍ରୱାଲଙ୍କ ଶ୍ରୀଜଗନ୍ନାଥଙ୍କ ପ୍ରତି ଥିଵା ଅହେତୁକ ଭକ୍ତି ଭାବ ତଥା ଓଡ଼ିଶା ଏବଂ ଓଡିଶା ବାହାରେ ଥିବା ଜଗନ୍ନାଥ ପ୍ରେମୀ ଜନସାଧାରଣଙ୍କ ପାଇଁ ଏହି ଟେଲେଭିଜନ ଚାନେଲର ସୃଷ୍ଟି...ଆସନ୍ତୁ ଆମେ ସମସ୍ତେ ମିଶି ଜଗନ୍ନାଥ ଚେତନାକୁ ବିଶ୍ୱ ଦରବାରରେ ପ୍ରତିଷ୍ଠିତ କରିବା I
ଜୟ ଜଗନ୍ନାଥ🙏🙏🙏
Watch "JAY JAGANNATH TV" on DTH:
TATAPLAY-1799, Dish TV -1397, Airtel -615, Sun Direct-490, Videocon D2H -1397
Also available on all cable networks.
For More Info please contact - 6372804618
Also, visit our other social media pages :
Facebook: https://bit.ly/3kxvE7A
Instagram: https://bit.ly/3KEpYDF
YouTube: https://bit.ly/3KAQeyD
Twitter: https://bit.ly/38JpX3U