Перейти к содержимому

ମଙ୍ଗଳ ଆଳତୀ ଦର୍ଶନ (22-Aug) | Today's Live Mangala Alati - Puri Jagannath Temple | Jay Jagannath Tv

JAY JAGANNATH TV

0:00 / 0:00

ମଙ୍ଗଳ ଆଳତୀ ଦର୍ଶନ (22-Aug) | Today's Live Mangala Alati - Puri Jagannath Temple | Jay Jagannath Tv

5 136 просмотров · 3 недели назад
JAY JAGANNATH TV
780 тыс. подписчиков
5 136 просмотров · 3 недели назад
🙏 ଆଜି ମଙ୍ଗଳ ଆଳତୀ–ପୁରୀ ଶ୍ରୀମନ୍ଦିର (22-Aug) 🙏 ଶ୍ରୀମନ୍ଦିରରେ ପ୍ରାତଃ ୬ ଟା ୩୮ ରେ ମଙ୍ଗଳ ଆଳତୀ ସମ୍ପନ୍ନ ହେଲା ପ୍ରଭୁ ଜଗନ୍ନାଥଙ୍କୁ ପ୍ରଭାତରେ ଅର୍ପଣ କରାଯାଇଥିବା ଏହି ଆଳତୀ ଭକ୍ତମାନଙ୍କୁ ଦେଇଥାଏ ଶାନ୍ତି, ସକାଳର ପ୍ରେରଣା ଓ ଆଶୀର୍ବାଦ । "ମଙ୍ଗଳ ଆଳତୀର ଏହି ପବିତ୍ର ମୁହୂର୍ତ୍ତରେ ଶ୍ରୀଜଗନ୍ନାଥଙ୍କ କୃପା ଆମ ସମସ୍ତଙ୍କ ଉପରେ ବର୍ଷିତ ହେଉ" 🙏 ଜୟ ଜଗନ୍ନାଥ | ଜୟ ଶ୍ରୀପତିତପାବନ 🙏 📺 ଦେଖନ୍ତୁ Jay Jagannath TV – ଆଧ୍ୟାତ୍ମିକ ଯାତ୍ରାର ସାଥୀ Watch "Jay Jagannath Tv" on DTH: TATAPLAY-1799 Dish TV -1397,Airtel -615, Sun Direct-490. Also available on all cable networks For More Info please contact - 6372804618 #Mangalaalati #jayjagannathtv #namitaagrawal #Mangalaalatiniti #SidharthTV #jagannathtemple #SitaramAgrawal #SidharthUtsav #SidharthNetwork "ଜୟ ଜଗନ୍ନାଥ ଟିଭି ଚାନେଲ" ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ସମ୍ପୂର୍ଣ୍ଣ ସମର୍ପିତ ଓଡ଼ିଶାର ପ୍ରଥମ ଆଧ୍ୟାତ୍ମିକ ସାଟେଲାଇଟ ଚାନେଲ I ଏହି ଚ୍ୟାନେଲରେ ଘରେ ବସି ପ୍ରତ୍ୟେକ ଦିନ ଜଗନ୍ନାଥ ଧାମ ପୁରୀରୁ LIVE ଦେଖନ୍ତୁ ଶ୍ରୀମନ୍ଦିର ଦ୍ୱାରଫିଟା ନୀତି,ଶ୍ରୀପତିତପାବନଙ୍କ ମଙ୍ଗଳ ଆଳତୀ, ପତାକାଲାଗି ଦର୍ଶନ,ସନ୍ଧ୍ୟା ଆଳତୀ ,ଶ୍ରୀମନ୍ଦିର ପହୁଡ଼ ନୀତି,ଶ୍ରୀକ୍ଷେତ୍ରରୁ ଭକ୍ତଙ୍କ ଅନୁଭୂତି ଏବଂ ବର୍ଷ ତମାମ ଅନୁଷ୍ଠିତ ହେଉଥିବା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ଯାତ୍ରା ଓ ଉତ୍ସବର ସିଧାପ୍ରସାରଣ I ଏହି ଚାନେଲରେ କୌଣସି ବିଜ୍ଞାପନ ଚାଲୁନାହିଁ, ତେଣୁ ଆପଣମାନେ ଶ୍ରୀଜୀଉଙ୍କ ଦର୍ଶନ ଏବଂ ସମସ୍ତ ଲୀଳାର ନିରବିଛିନ୍ନ ସିଧାପ୍ରସାରଣ ଦେଖି ପାରିବେ I "ଜୟ ଜଗନ୍ନାଥ ଟିଭି" ହେଉଛି ସିଦ୍ଧାର୍ଥ ଟେଲେଭିଜନ ନେଟୱର୍କର ଚତୁର୍ଥ ଚାନେଲ I ସୀତାରାମ ଅଗ୍ରୱାଲ ଓ ନମିତା ଅଗ୍ରୱାଲଙ୍କ ଶ୍ରୀଜଗନ୍ନାଥଙ୍କ ପ୍ରତି ଥିଵା ଅହେତୁକ ଭକ୍ତି ଭାବ ତଥା ଓଡ଼ିଶା ଏବଂ ଓଡିଶା ବାହାରେ ଥିବା ଜଗନ୍ନାଥ ପ୍ରେମୀ ଜନସାଧାରଣଙ୍କ ପାଇଁ ଏହି ଟେଲେଭିଜନ ଚାନେଲର ସୃଷ୍ଟି...ଆସନ୍ତୁ ଆମେ ସମସ୍ତେ ମିଶି ଜଗନ୍ନାଥ ଚେତନାକୁ ବିଶ୍ୱ ଦରବାରରେ ପ୍ରତିଷ୍ଠିତ କରିବା I ଜୟ ଜଗନ୍ନାଥ🙏🙏🙏 Watch "JAY JAGANNATH TV" on DTH: TATAPLAY-1799, Dish TV -1397, Airtel -615, Sun Direct-490, Videocon D2H -1397 Also available on all cable networks. For More Info please contact - 6372804618 Also, visit our other social media pages : Facebook: https://bit.ly/3kxvE7A Instagram: https://bit.ly/3KEpYDF YouTube: https://bit.ly/3KAQeyD Twitter: https://bit.ly/38JpX3U