Перейти к содержимому

Madhya Pradesh Tragedy: CM Mohan Majhi Announces ₹5 Lakh Ex-Gratia For Kin Of Deceased | Argus News

Argus News

0:00 / 0:00

Madhya Pradesh Tragedy: CM Mohan Majhi Announces ₹5 Lakh Ex-Gratia For Kin Of Deceased | Argus News

582 просмотра · 2 часа назад
Argus News
1,94 млн подписчиков
582 просмотра · 2 часа назад
Madhya Pradesh Tragedy: CM Mohan Majhi Announces ₹5 Lakh Ex-Gratia For Kin Of Deceased | Argus News ମଧ୍ୟପ୍ରଦେଶରେ ଘଟିଥିବା ଦୁଃଖଦ ଟ୍ରାଜେଡ଼ିରେ ପ୍ରାଣ ହରାଇଥିବା ଓଡ଼ିଆ ପର୍ଯ୍ୟଟକଙ୍କ ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ପ୍ରତ୍ୟେକ ମୃତକଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହାସହ ଓଡ଼ିଶା ସରକାରଙ୍କ ବରିଷ୍ଠ ଅଧିକାରୀମାନେ ମଧ୍ୟପ୍ରଦେଶ ପ୍ରଶାସନ ସହିତ ନିରନ୍ତର ଯୋଗାଯୋଗରେ ରହିଥିବା ଏବଂ ମୃତକଙ୍କ ମରଶରୀରକୁ ଓଡ଼ିଶା ଫେରାଇ ଆଣିବା ପାଇଁ ସମସ୍ତ ଆବଶ୍ୟକୀୟ ବ୍ୟବସ୍ଥା କରାଯାଉଥିବା ନେଇ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। #MadhyaPradeshTragedy #MohanMajhi #OdishaCM #OdishaGovernment #ExGratiaAid #MPTragedy #OdishaTourists #CondolenceMessage #BhubaneswarNews #OdishaCabinet #BreakingNews #OdishaNews #OdiaNews #LatestUpdates #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook:   / argusnews.in   Youtube :    / theargusnewsodia   Twitter:   / argusnews_in   Instagram:   / argusnewsin   Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate