MP Dharmendra Pradhan Urges Sambalpur To Join Mega Cleanliness Drive | Argus News
Argus News
0:00 / 0:00
MP Dharmendra Pradhan Urges Sambalpur To Join Mega Cleanliness Drive | Argus News
477 просмотров · 4 часа назад
Argus News
1,96 млн подписчиков
477 просмотров · 4 часа назад
MP Dharmendra Pradhan Urges Sambalpur To Join Mega Cleanliness Drive | Argus News
ସେବା ସଂକଳ୍ପ ଅଭିଯାନ ଅବସରରେ ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ଭିଡିଓ ବାର୍ତ୍ତା । ସ୍ୱଚ୍ଛତାକୁ ଜନଆନ୍ଦୋଳନରେ ପରିଣତ କରିବା ପାଇଁ ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଆହ୍ବାନ ଦେଇଛନ୍ତି । ଅକ୍ଟୋବର ୧୦ରେ ସମ୍ବଲପୁରରେ ଜିଲ୍ଲାବ୍ୟାପୀ ‘ସ୍ୱଚ୍ଛତା ଅଭିଯାନ’ରେ ସାମିଲ ହେବା ସହ ସମ୍ବଲପୁରକୁ ସ୍ୱଚ୍ଛ, ସୁନ୍ଦର, ଆବର୍ଜନାମୁକ୍ତ ଏବଂ ସୁସ୍ଥ ରଖିବା ଆମ ସମସ୍ତଙ୍କର କର୍ତ୍ତବ୍ୟ ବୋଲି ସେ କହିଛନ୍ତି ।
#DharmendraPradhan #SebaSankalpaAbhiyan #SwachhataAbhiyan #SambalpurCleanliness #MaaSamaleswari #SambalpurUpdates #OdishaSwachhata #CleanIndiaMission #SambalpurMP #JanAndolan #OdishaNews #OdiaNews #BreakingNews #ArgusNews #LatestNews
-----
'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ ।
Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility.
****
Visit Our Official Website: https://www.argusnews.in/ (Odia)
Visit Our Official Website: https://argusenglish.in/ (English)
iOS App: http://bit.ly/ArgusNewsiOSApp
Android App: http://bit.ly/ArgusNewsAndroidApp
Live TV: https://argusnews.in/live-tv/
Facebook: / argusnews.in
Youtube : / theargusnewsodia
Twitter: / argusnews_in
Instagram: / argusnewsin
Argus News Is Available on:
TataPlay channel No - 1780
Airtel TV channel No - 609
Dish TV channel No - 1369
d2h channel No - 1757
SITI Networks HYD - 12
Hathway - 732
GTPL KCBPL - 713
SITI Networks Kolkata - 460
& other Leading Cable Networks
You Can WhatsApp Us Your News On- 8480612900
***
#ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate