Перейти к содержимому

Dharmendra Pradhan Addresses Sambalpur BJP Meet, Gives Strong Message | Argus News

Argus News

0:00 / 0:00

Dharmendra Pradhan Addresses Sambalpur BJP Meet, Gives Strong Message | Argus News

1 757 просмотров · 12 часов назад
Argus News
1,95 млн подписчиков
1 757 просмотров · 12 часов назад
Dharmendra Pradhan Addresses Sambalpur BJP Meet, Gives Strong Message | Argus News ସମ୍ବଲପୁରରେ ଆୟୋଜିତ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ କର୍ମୀଙ୍କୁ ଉଦ୍‌ବୋଧନ ଦେଇ କହିଛନ୍ତି ଯେ, କେବଳ କୁର୍ତ୍ତା ପିନ୍ଧି ବୁଲିବା ନେତାର ପରିଚୟ ନୁହେଁ, ବରଂ ଗରିବ ଓ ନିଷ୍ପେସିତଙ୍କ ସମସ୍ୟା ଦୂର କରି ପ୍ରଶାସନ ଓ ଜନତାଙ୍କ ମଧ୍ୟରେ ସେତୁ ସାଜିବା ହିଁ ପ୍ରକୃତ ନେତୃତ୍ୱ। ଏହି ବୈଠକରେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ, ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସମେତ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ରହି ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ଦଳୀୟ ରଣନୀତି ପ୍ରସ୍ତୁତ କରିଛନ୍ତି। ଏଥିସହ ସମ୍ବଲପୁରକୁ ସମୃଦ୍ଧ କରିବା ପାଇଁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ଉପରେ ଗୁରୁତ୍ୱ ଦେବା ସହ ତୃଣମୂଳ ସ୍ତରରେ ସାଧାରଣ ଲୋକଙ୍କ ବିଶ୍ୱାସ ଜିତିବାକୁ ସେ କର୍ମୀଙ୍କୁ ଆହ୍ୱାନ ଦେଇଛନ୍ତି। #DharmendraPradhan #BJPExecutiveMeeting #SambalpurBJP #RabiNarayanNaik #KrushnaChandraPatra #OdishaPolitics #SambalpurNews #BJPStrategy #OdishaPanchayatElection #GroundReport #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook:   / argusnews.in   Youtube :    / theargusnewsodia   Twitter:   / argusnews_in   Instagram:   / argusnewsin   Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate