Kartika Mahatmya -୧ମ ଅଧ୍ୟାୟ -ପାଠ ଓ ବ୍ୟାଖ୍ୟା - Pandit Bhajaram,Sebayata Managobinda -Odia Bhaktidhara
Odia Bhaktidhara
0:00 / 0:00
Kartika Mahatmya -୧ମ ଅଧ୍ୟାୟ -ପାଠ ଓ ବ୍ୟାଖ୍ୟା - Pandit Bhajaram,Sebayata Managobinda -Odia Bhaktidhara
7 965 просмотров · 1 год назад
Odia Bhaktidhara
2,98 млн подписчиков
7 965 просмотров · 1 год назад
ବରଷକ ବାର ମାସ ମଧ୍ୟରେ କାର୍ତ୍ତିକ ମାସ ସବୁଠୁ ପବିତ୍ର ମାସ l ଏହି ମାସର ମାହାତ୍ମ୍ୟ ମହାନ l ଏହି ମାସର ପ୍ରତ୍ୟେକ ଦିନ ସନ୍ଧ୍ୟା ବେଳେ ତୁଳସୀ ଚଉରା ମୂଳେ ଆକାଶ ଦୀପ ଜାଳି ପିତୃ ପୁରୁଷଙ୍କୁ ସ୍ମରଣ କରାଯାଏ l ସେମାନଙ୍କ ପଥକୁ ଆଲୋକିତ କରାଯାଏ l
କାର୍ତ୍ତିକ, ଧର୍ମ ଅର୍ଜନ କରିବାର ମାସ l
କାର୍ତ୍ତିକ, ପୁଣ୍ୟ ଅର୍ଜନ କରିବାର ମାସ l
କାର୍ତ୍ତିକ ମାସରେ ପ୍ରତ୍ୟେକ ଦିନ କାର୍ତ୍ତିକ ମାହାତ୍ମ୍ୟ ପଢିଲେ ଓ ଶୁଣିଲେ ସବୁ ପାପ କ୍ଷୟ ହୋଇଥାଏ l ମାସସାରା ହବିଷ୍ୟାଳି ମାନେ ସନ୍ଧ୍ୟାରେ ଏକତ୍ରିତ ହୋଇ କାର୍ତ୍ତିକ ମାହାତ୍ମ୍ୟର ଗୋଟିଏ ଗୋଟିଏ ଅଧ୍ୟାୟ ଶ୍ରବଣ କରି ନିଜକୁ ପ୍ରଭୁଙ୍କ ନିକଟରେ ସମର୍ପଣ କରିଥାନ୍ତି l
---------------------------------------------------
Watch & Subscribe to our other YouTube Channels:
👉 Sidharth Bhakti : / sidharthbhakti
👉 Sidharth Music: / sidharthmusic
👉 Sidharth TV : / sidharthtv
👉 Namita Agrawal : / namitaagrawal
-----------------------------------------------------
Enjoy & stay connected with us!
👉 Like us on Facebook : / sidharthbhaktiodia
-----------------------------------------------------
#OdiaBhaktidhara #SidharthMusic #SidharthBhakti #SidharthTV #NamitaAgrawal #SitaramAgrawal